ପୁରୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ ଅଭିଯୋଗ । ପୁରୀ ଚୁଡଙ୍ଗ ସାହି ଖୁଣ୍ଟିଆ ବଗିଚାର ରଞ୍ଜନ ଭୋଇଙ୍କୁ ମରଣାତ୍ମକ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ରଞ୍ଜନ ଅପରାହ୍ନରେ ନିଜ ଘର ପାଖରେ ଠିଆ ହୋଇ ରାସ୍ତା ମରାମତି କାମ ଦେଖୁଥିବାବେଳେ ଦଶ ରୁ ବାର ଜଣ ଯୁବକ ମାରଣାସ୍ତ୍ର ଧରି ହଠାତ୍ ଆସି ପହଁଚି ତାଙ୍କୁ ଆକ୍ରମଣ କରିଛନ୍ତି । ରଞ୍ଜନ ଟାଉନ ଥାନା ପୋଲିସକୁ ଖବର ଦେବା ପରେ ପୋଲିସ ସଙ୍ଗେ ସଙ୍ଗେ ରଞ୍ଜନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତି କରିଛନ୍ତି । ରଞ୍ଜନଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଛି । ଦୁର୍ବୃତ୍ତ ମାନେ କାହିଁକି ଏପରି କାଣ୍ଡ ଘଟାଇଲେ ପୋଲିସ ତଦନ୍ତ ଜାରି ରଖିଛି।
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.