ଭୁବନେଶ୍ବର: ଚକେଇସିଆଣି ଗଙ୍ଗୁଆ କେନାଲରେ ଆଜି ଏକ ବଡ଼ ଅଘଟଣ ଘଟିଛି। କେନାଲରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତବକ, ମୃତକ ଚକେଇସିଆଣି ଅଞ୍ଚଳର ବୋଲି ଜଣାପଡିଛି। କେଉଁ କାରଣରୁ ସେ କେନାଲରେ ବୁଡ଼ି ଯାଇଥିଲେ ତାହା ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲା। କିଛି ସମୟ ପରେ ଅଗ୍ନିଶମ ବାହିନୀ କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ। ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି। ଏନେଇ ମଞ୍ଚେଶ୍ୱର ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଜାଣିବାକୁ ମିଳିଛି।
BREAKING NEWS
- Nandankanan: ନନ୍ଦନକାନନକୁ ଆସିଲେ ଅତିଥି: ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁ ପ୍ରଜାତି ୧୭୯କୁ ବୃଦ୍ଧି
- ସମୁଦ୍ରରେ ବୁଡ଼ି ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ
- ବିଶ୍ୱରେ ତେଲ ପାଇଁ ସଂଘର୍ଷ ୧୯୭୩ ସଙ୍କଟର ହେବ କି ପୁନରାବୃତ୍ତି ?
- Gang Rape: ଲିଫ୍ଟ ଦେବା ଆଳରେ ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ, ୨ ଗିରଫ
- ପେଟ୍ରୋଲ ରପ୍ତାନି ଉପରେ ରୁଷର କଟକଣା କେତେ ପ୍ରଭାବିତ ହେବ ଭାରତ ?
- ପୁଣି ଉଠିଲା ଏସ୍ସିବି ପ୍ରସଙ୍ଗ, ବିଧାନସଭାରେ ଅଚଳ ଅଚଳାବସ୍ଥା
- ବିଧାନ ପରିଷଦରୁ ଇସ୍ତଫା ଦେଲେ ନୀତିଶ କୁମାର
- ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
- ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ଚତୁର୍ଥ ଦଫା ରଥ କାଠ
- Kalbaisakhi Alert: ଆହୁରି ୫ ଦିନ ଯାଏ କାଳବୈଶାଖୀ: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Comments are closed.