Latest Odisha News

BREAKING NEWS

ଭୁବନେଶ୍ୱରରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀର ଖଣ୍ଡଗିରି ସ୍ଥିତ ହନୁମାନ ମନ୍ଦିର ନିକଟରୁ ଗୁରୁବାର ଦିନ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ଏଯାବତ୍ ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ କେହି ତାଙ୍କୁ ହତ୍ୟା କରି ଏଠାରେ ଫୋପାଡି ଦେଇଥିବା ନେଇ ସନ୍ଦେହ କରାଯାଉଛି ।

ତେବେ ଖଣ୍ଡଗିରି ପୋଲିସ ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.