Latest Odisha News

BREAKING NEWS

‘ହାଇଡ୍ରା କ୍ରେନ୍’ ଧକ୍କାରେ ଯୁବକଙ୍କ ଶୋଚନୀୟ ମୃତ୍ୟୁ

ଭୁବନେଶ୍ୱର: ରାଜଧାନୀର ହଂସପାଳ ସ୍ଥିତ ଏକ ମଲ୍ ନିକଟରେ ମଙ୍ଗଳବାର ଦିନ ଘଟିଥିବା ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱର ହଂସପାଳ ଠାରେ ଥିବା ଏକ ମଲ୍ ନିକଟ ରୋଡ଼ରେ ଗୋଟିଏ ବାଇକକୁ ହାଇଡ୍ରା ଗାଡି ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।

ତେବେ ଏଯାବତ୍ ମୃତକଙ୍କ ପରିଚୟ ମିଳିପାରିନାହିଁ ।

Leave A Reply

Your email address will not be published.