କେନ୍ଦୁଝର : ପୁଣି ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡାମାଡ । କେନ୍ଦୁଝରରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ଅଣ୍ଡା ମାଡ । କେନ୍ଦୁଝର ଜିଲ୍ଲା ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିବାକୁ ଯିବେ ବେଳେ କାଶୀପୁର ଠାରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଗାଡିକୁ ଅଣ୍ଡାମାଡ ହୋଇଛି । ବିବାଦୀୟ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଅଣ୍ଡାମାଡ଼ କରାଯାଇଛି। ଏ ନେଇ ଯୁବମୋର୍ଚ୍ଚା ସଭାପତି ହେମ ରଞ୍ଜନ ବାରିକଙ୍କୁ ଟାଉନ ଥାନା ପୋଲିସ ଅଟକ ରଖିଛି ।
BREAKING NEWS
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ
- କନ୍ଧମାଳ ଜିଲ୍ଲାରେ ଟିପିଏସ୍ଓଡିଏଲ୍ ପକ୍ଷରୁ ‘ସୋଲାର ରଥ’ ଶୁଭାରମ୍ଭ

Comments are closed.