କୋଲକାତା: ଫୁଡ଼ ଡେଲିଭରି ଆପ୍ ଜୋମାଟୋ କର୍ମଚାରୀମାନେ କମ୍ପାନୀ ଟି-ସାର୍ଟ ପୋଡି ଲଦାଖରେ ଭାରତ-ଚୀନ୍ ମଧ୍ୟରେ ଚାଲିଥିବା ତିକ୍ତତାକୁ ବିରୋଧ ପ୍ରଦର୍ଶନ କରିଛନ୍ତି । ଚାଇନାର ପୁଞ୍ଜି ବିନିଯୋଗକୁ ବିରୋଧ କରି କେତେକ କର୍ମଚାରୀ ମଧ୍ୟ ଜୋମାଟୋରୁ ଚାକିରି ଛାଡିଛନ୍ତି। ଚାଇନାର ଆଲିବାବା ଜୋମାଟୋରେ ପ୍ରାୟ ୧୫୮୮ କୋଟି ଟଙ୍କା ବିନିଯୋଗ କରି ଏହାର ୧୪.୭ ପ୍ରତିଶତ ଅଂଶୀଧରି ଅଛନ୍ତି । ଜୋମାଟୋ ମେ’ ମାସରେ କରୋନାଭାଇରସ୍ ସଙ୍କଟ ଦର୍ଶାଇ ୫୨୦ କର୍ମଚାରୀଙ୍କୁ ବରଖାସ୍ତ କରିଥିଲେ।
BREAKING NEWS
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
Comments are closed.